Exodus 14:31 — Compare Translations
5 translations compared side by side
Odia - 1840
"ସହେିଦିନ ଇଶ୍ରାୟେଲୀୟମାନେ ଦେଖିଛନ୍ତି ସଦାପ୍ରଭୁଙ୍କର ସହେି ମହାନ୍ ଶକ୍ତି ଯେତବେେଳେ ସେ ମିଶରୀଯମାନଙ୍କୁ ପରାସ୍ତ କଲେ। ତେଣୁ ଲୋକମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ସମ୍ମାନ ଦେଲେ। ସମାନେେ ସଦାପ୍ରଭୁ ଓ ତାଙ୍କର ଦସେ ମାଶାଙ୍କେଠା ରେ ବିଶ୍ବାସ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ମିସ୍ରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ଵାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଦିନ ଇସ୍ରାଏଲୀୟମାନେ ଦେଖିଛନ୍ତି ସଦାପ୍ରଭୁଙ୍କର ସେହି ମହାନ୍ ଶକ୍ତି ଯେତେବେଳେ ସେ ମିଶରୀୟମାନଙ୍କୁ ପରାସ୍ତ କଲେ। ତେଣୁ ଲୋକମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ସମ୍ମାନ ଦେଲେ। ସେମାନେ ସଦାପ୍ରଭୁ ଓ ତାଙ୍କର ଦାସ ମୋଶାଙ୍କଠାରେ ବିଶ୍ୱାସ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ମିସରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ମିସ୍ରୀୟମାନଙ୍କ ବିରୁଦ୍ଧରେ ଏହି ଯେଉଁ ମହତ୍ କର୍ମ କଲେ, ତାହା ଇସ୍ରାଏଲ ଦେଖିଲେ; ତହିଁରେ ଲୋକମାନେ ସଦାପ୍ରଭୁଙ୍କୁ ଭୟ କରି ସଦାପ୍ରଭୁଙ୍କଠାରେ ଓ ତାହାଙ୍କ ଦାସ ମୋଶାଙ୍କଠାରେ ବିଶ୍ୱାସ କଲେ।