Exodus 14:5 — Compare Translations

5 translations compared side by side

Odia - 1840
"ମିଶରର ରାଜା ଖବର ପାଇଲେ ଯେ ଇଶ୍ରାୟେଲୀୟ ଲୋକମାନେ ପଳାଇଛନ୍ତି। ସେ ଯେତବେେଳେ ଏହା ଶୁଣିଲେ, ସେ ଏବଂ ତାଙ୍କର ଅଧିକାରୀ ତାଙ୍କର ମଦ ପରିବର୍ତ୍ତନ କଲେ। ସମାନେେ କହିଲେ, ଆମ୍ଭମାନେେ କ'ଣ? କାହିଁକି ଆମ୍ଭମାନେେ ଇଶ୍ରାୟେଲର ଲୋକମାନଙ୍କୁ ୟିବାକୁ ଦବେୁ? ଆମ୍ଭେ ଆମ୍ଭର ଦାସମାନଙ୍କୁ ହରାଇଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଲୋକମାନେ ପଳାଇ ଅଛନ୍ତି, ଏହି ସମ୍ଵାଦ ମିସ୍ରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, ଆମ୍ଭେମାନେ ଏ କି କର୍ମ କଲୁ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ଵରୁ ଛାଡ଼ି ଦେଲୁ?
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ ଇସ୍ରାଏଲୀୟମାନଙ୍କ ପଛରେ ଗୋଡ଼ାଇଲେ ମିଶରର ରାଜା ଖବର ପାଇଲେ ଯେ ଇସ୍ରାଏଲୀୟ ଲୋକମାନେ ପଳାଇଛନ୍ତି। ସେ ଯେତେବେଳେ ଏହା ଶୁଣିଲେ, ସେ ଏବଂ ତାଙ୍କର ଅଧିକାରୀ ତାଙ୍କର ମତି ପରିବର୍ତ୍ତନ କଲେ। ସେମାନେ କହିଲେ, “କାହିଁକି ଆମ୍ଭେମାନେ ଇସ୍ରାଏଲର ଲୋକମାନଙ୍କୁ ଯିବାକୁ ଦେଲୁ? ଆମ୍ଭେ ଆମ୍ଭର ଦାସମାନଙ୍କୁ ହରାଇଅଛୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଲୋକମାନେ ପଳାଇଅଛନ୍ତି, ଏହି ସମ୍ବାଦ ମିସରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ?”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଲୋକମାନେ ପଳାଇ ଅଛନ୍ତି, ଏହି ସମ୍ବାଦ ମିସ୍ରୀୟ ରାଜାଙ୍କୁ ଜଣାଯାଆନ୍ତେ, ଲୋକମାନଙ୍କ ବିଷୟରେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଅନ୍ତଃକରଣ ପରିବର୍ତ୍ତିତ ହେଲା; ତହୁଁ ସେମାନେ କହିଲେ, “ଆମ୍ଭେମାନେ ଏ କି କର୍ମ କରିଅଛୁ? କାହିଁକି ଇସ୍ରାଏଲକୁ ଆପଣାମାନଙ୍କ ଦାସତ୍ୱରୁ ଛାଡ଼ି ଦେଇଅଛୁ?”