Exodus 14:7 — Compare Translations

5 translations compared side by side

Odia - 1840
"ଫାରୋ ମିଶରର ଅନ୍ଯାନ୍ଯ ସୈନ୍ଯ ଓ ରଥ ସହିତ 600 ଜଣ ନିପୁଣ ସୈନ୍ଯ ଏବଂ ସମାନଙ୍କେର ରଥଗୁଡ଼ିକ ନେଲେ ଏବଂ ପ୍ରେତ୍ୟକକ ରଥରେ ଜଣେ ଅଧିକାରୀ ରହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଛଅଶହ ବଚ୍ଛା ରଥଓ ମିସ୍ରୀୟମାନଙ୍କର ସମସ୍ତ ରଥ ଓ ପ୍ରତ୍ୟେକ ରଥରେ ଯୋଦ୍ଧାମାନଙ୍କୁ ନେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୋ ମିଶରର ଅନ୍ୟାନ୍ୟ ସୈନ୍ୟ ଓ ରଥ ସହିତ 600 ଜଣ ନିପୁଣ ସୈନ୍ୟ ଏବଂ ସେମାନଙ୍କର ରଥଗୁଡ଼ିକ ନେଲେ ଏବଂ ପ୍ରତ୍ୟେକ ରଥରେ ଜଣେ ଅଧିକାରୀ ରହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଛଅ ଶହ ବଛା ରଥ ଓ ମିସରୀୟମାନଙ୍କର ସମସ୍ତ ରଥ ଓ ପ୍ରତ୍ୟେକ ରଥରେ ଯୋଦ୍ଧାମାନଙ୍କୁ ନେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଛଅଶହ ବଚ୍ଛା ରଥ ଓ ମିସ୍ରୀୟମାନଙ୍କର ସମସ୍ତ ରଥ ଓ ପ୍ରତ୍ୟେକ ରଥରେ ଯୋଦ୍ଧାମାନଙ୍କୁ ନେଲେ।