Exodus 14:9 — Compare Translations

5 translations compared side by side

Odia - 1840
"ମିଶରୀଯମାନେ ଇଶ୍ରାୟେଲୀୟମାନଙ୍କ ପଛ ରେ ଗୋଡ଼ାଇଲେ। ଫାରୋଙ୍କର ସମସ୍ତ ଅଶ୍ବ, ରଥ, ତାଙ୍କର ରଥା ରୋହୀ ଏବଂ ତାଙ୍କର ସୈନ୍ଯ ସମାନଙ୍କେୁ ଗୋଡ଼ାଇଲେ ଆବଂ ସମୁଦ୍ର ପାଖ ରେ ବାଲ-ସଫୋନ ଆଡକୁ ମୁଖ କରିଥିବା ପୀହହୀରୋତ ଛାଉଣୀ ନିକଟରେ ଭଟେିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମିସ୍ରୀୟମାନେ, ଅର୍ଥାତ୍, ଫାରୋଙ୍କର ସମସ୍ତ ଅଶ୍ଵ ଓ ରଥ ଓ ଅଶ୍ଵାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମିଶରୀୟମାନେ ଇସ୍ରାଏଲୀୟମାନଙ୍କ ପଛରେ ଗୋଡ଼ାଇଲେ। ଫାରୋଙ୍କର ସମସ୍ତ ଅଶ୍ୱ, ରଥ, ତାଙ୍କର ରଥାରୋହୀ ଏବଂ ତାଙ୍କର ସୈନ୍ୟ ସେମାନଙ୍କୁ ଗୋଡ଼ାଇଲେ ଏବଂ ସମୁଦ୍ର ପାଖରେ ବାଲ-ସଫୋନ ଆଡ଼କୁ ମୁଖ କରିଥିବା ପୀହହୀରୋତ ଛାଉଣି ନିକଟରେ ଭେଟିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମିସରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ମିସ୍ରୀୟମାନେ, ଅର୍ଥାତ୍‍, ଫାରୋଙ୍କର ସମସ୍ତ ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ସୈନ୍ୟଗଣ ସେମାନଙ୍କ ପଛେ ପଛେ ଦୌଡ଼ି ବାଲ-ସଫୋନ ଅଗ୍ରତେ ପୀହହୀରୋତ ନିକଟରେ ସମୁଦ୍ର ତୀରରେ ସେମାନେ ଛାଉଣି କରିବା ସମୟରେ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ।