Exodus 15:1 — Compare Translations
5 translations compared side by side
Odia - 1840
"ଏହାପରେ ମାଶାେ ଓ ଇଶ୍ରାୟେଲୀୟ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଏହି ସଂଗୀତ ଗାନ କଲେ, ଆମ୍ଭେ ସଦାପ୍ରଭୁଙ୍କ ପ୍ରଶଂସା ଗାନ କରିବା। ସେ ମହାନ କାର୍ୟ୍ଯ କରିଛନ୍ତି। ସେ ଅଶ୍ବ ଏବଂ ଅଶ୍ବାରୋହୀଙ୍କୁ ସମୁଦ୍ର ରେ ନିକ୍ଷପେ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା- ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ଵ ଓ ଅଶ୍ଵାରୋହୀଙ୍କି ସମୁଦ୍ରରେ ନିକ୍ଷେପ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶାଙ୍କ ସଙ୍ଗୀତ ଏହା ପରେ ମୋଶା ଓ ଇସ୍ରାଏଲୀୟ ଲୋକମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ସଙ୍ଗୀତ ଗାନ କଲେ, “ଆମ୍ଭେ ସଦାପ୍ରଭୁଙ୍କ ପ୍ରଶଂସା ଗାନ କରିବା। ସେ ମହାନ କାର୍ଯ୍ୟ କରିଛନ୍ତି। ସେ ଅଶ୍ୱ ଏବଂ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୋଶା ଓ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା, “ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୋଶା ଓ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତ ଗାନ କଲେ, ଯଥା-ଆମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବା, କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୋହୀଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।