Exodus 15:10 — Compare Translations

5 translations compared side by side

Odia - 1840
"ମାତ୍ର ତୁମ୍ଭେ ତାଙ୍କୁ ଫୁଙ୍କ ରେ ଉଡାଇ ଦଲେ ଓ ସମୁଦ୍ର ରେ ସମାନଙ୍କେୁ ବୁଡାଇ ଦଲେ। ସମାନେେ ସୀସା ପରି ଅଶାନ୍ତ ସମୁଦ୍ର ରେ ବୁଡିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭେ ଆପଣା ନିଃଶ୍ଵାସ ଦ୍ଵାରା ଫୁଙ୍କି ଦେଲ, ସମୁଦ୍ର ସେମାନଙ୍କୁ ଆଚ୍ଛାଦନ କଲା, ସେମାନେ ସୀସା ପରି ଗଭୀର ଜଳରେ ବୁଡ଼ିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତୁମ୍ଭେ ତାଙ୍କୁ ଫୁଙ୍କରେ ଉଡ଼ାଇ ଦେଲ ଓ ସମୁଦ୍ରରେ ସେମାନଙ୍କୁ ବୁଡ଼ାଇ ଦେଲ। ସେମାନେ ସୀସା ପରି ଅଗାଧ ସମୁଦ୍ରରେ ବୁଡ଼ିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭେ ଆପଣା ନିଃଶ୍ୱାସ ଦ୍ୱାରା ଫୁଙ୍କି ଦେଲ, ସମୁଦ୍ର ସେମାନଙ୍କୁ ଆଚ୍ଛାଦନ କଲା, ସେମାନେ ସୀସା ପରି ଗଭୀର ଜଳରେ ବୁଡ଼ିଗଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭେ ଆପଣା ନିଃଶ୍ୱାସ ଦ୍ୱାରା ଫୁଙ୍କି ଦେଲ, ସମୁଦ୍ର ସେମାନଙ୍କୁ ଆଚ୍ଛାଦନ କଲା, ସେମାନେ ସୀସା ପରି ଗଭୀର ଜଳରେ ବୁଡ଼ିଗଲେ।