Exodus 15:12 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆପଣା ଦକ୍ଷିଣ ହସ୍ତ ଉଠାଇଲ ଏବଂ ପୃଥିବୀ ସମାନଙ୍କେୁ ଗ୍ରାସ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଦକ୍ଷିଣ ହସ୍ତ ବିସ୍ତାର କଲ, ପୃଥିବୀ ସେମାନଙ୍କୁ ଗ୍ରାସ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆପଣା ଦକ୍ଷିଣ ହସ୍ତ ଉଠାଇଲ ଏବଂ ପୃଥିବୀ ସେମାନଙ୍କୁ ଗ୍ରାସ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଦକ୍ଷିଣ ହସ୍ତ ବିସ୍ତାର କଲ, ପୃଥିବୀ ସେମାନଙ୍କୁ ଗ୍ରାସ କଲା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଦକ୍ଷିଣ ହସ୍ତ ବିସ୍ତାର କଲ, ପୃଥିବୀ ସେମାନଙ୍କୁ ଗ୍ରାସ କଲା।