Exodus 15:13 — Compare Translations
5 translations compared side by side
Odia - 1840
"କିନ୍ତୁ ତୁମ୍ଭେ ଦୟା ରେ ରକ୍ଷା କରିଥିବା ଲୋକମାନଙ୍କୁ ଆଗଇେ ନଲେ। ତୁମ୍ଭେ ଆପଣା ପରାକ୍ରମ ରେ ସମାନଙ୍କେୁ ତୁମ୍ଭର ପବିତ୍ର ନିବାସସ୍ଥାନକୁ ନଇେ ୟାଇଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଦୟାରେ ନିଜ ମୁକ୍ତ ଲୋକମାନଙ୍କୁ ଗମନ କରାଉଅଛ, ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ପଥ କଢ଼ାଇ ତୁମ୍ଭ ପବିତ୍ର ନିବାସ ସ୍ଥାନକୁ ନେଇ ଯାଉଅଛ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ତୁମ୍ଭେ ଦୟାରେ ରକ୍ଷା କରିଥିବା ଲୋକମାନଙ୍କୁ ଆଗେଇ ନେଲ। ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ତୁମ୍ଭର ପବିତ୍ର ନିବାସସ୍ଥାନକୁ ନେଇ ଯାଇଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଦୟାରେ ନିଜ ମୁକ୍ତ ଲୋକମାନଙ୍କୁ ଗମନ କରାଉଅଛ, ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ପଥ କଢ଼ାଇ ତୁମ୍ଭ ପବିତ୍ର ନିବାସ ସ୍ଥାନକୁ ନେଇ ଯାଉଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଦୟାରେ ନିଜ ମୁକ୍ତ ଲୋକମାନଙ୍କୁ ଗମନ କରାଉଅଛ, ତୁମ୍ଭେ ଆପଣା ପରାକ୍ରମରେ ସେମାନଙ୍କୁ ପଥ କଢ଼ାଇ ତୁମ୍ଭ ପବିତ୍ର ନିବାସ ସ୍ଥାନକୁ ନେଇ ଯାଉଅଛ।