Exodus 15:14 — Compare Translations
5 translations compared side by side
Odia - 1840
"ଲୋକମାନେ ଏହା ଶୁଣି ଅଛନ୍ତି, ସମାନେେ ଭୟ ରେ କମ୍ପୁ ଅଛନ୍ତି। ପଲେଷ୍ଟୀୟ ନିବାସୀମାନେ ଭୟ ରେ ଥରିବାକୁ ଲାଗିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରା; କରିଅଛି।
Odia Bible ERV 2004 (ପବିତ୍ର ବାଇବଲ)
“ଲୋକମାନେ ଏହା ଶୁଣି ଅଛନ୍ତି, ସେମାନେ ଭୟରେ କମ୍ପୁ ଅଛନ୍ତି। ପଲେଷ୍ଟୀୟ ନିବାସୀମାନେ ଭୟରେ ଥରିବାକୁ ଲାଗିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରାନ୍ତ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁ ଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରାନ୍ତ କରିଅଛି।