Exodus 15:17 — Compare Translations
5 translations compared side by side
Odia - 1840
"ତୁମ୍ଭେ ସମାନଙ୍କେୁ ଆଣ ଓ ସମାନଙ୍କେୁ ନିଜ ପର୍ବତ ରେ ସ୍ଥାପନ କର। ହେ ସଦାପ୍ରଭୁ, ତୁମ୍ଭ ନିଜ ନିମନ୍ତେ ଏକ ସ୍ଥାନ ପ୍ରସ୍ତୁତ କରିଅଛ, ସଦାପ୍ରଭୁ ତୁମ୍ଭର ହସ୍ତ ଏକ ଧର୍ମଧାମ ପ୍ରସ୍ତୁତ କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେମାନଙ୍କୁ ଆଣ ଓ ସେମାନଙ୍କୁ ନିଜ ପର୍ବତରେ ସ୍ଥାପନ କର। ହେ ସଦାପ୍ରଭୁ, ତୁମ୍ଭ ନିଜ ନିମନ୍ତେ ଏକ ସ୍ଥାନ ପ୍ରସ୍ତୁତ କରିଅଛ, ସଦାପ୍ରଭୁ ତୁମ୍ଭର ହସ୍ତ ଏକ ଧର୍ମଧାମ ପ୍ରସ୍ତୁତ କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମ ସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ।
Odia IRV 2017 (ଓଡିଆ ବାଇବେଲ)
ହେ ସଦାପ୍ରଭୁ, ତୁମ୍ଭେ ଆପଣା ନିବାସ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛ, ପ୍ରଭୁ, ତୁମ୍ଭର ହସ୍ତ ଯେଉଁ ଧର୍ମଧାମ ସ୍ଥାପନ କରିଅଛି, ତୁମ୍ଭେ ସେମାନଙ୍କୁ ଆଣି ଆପଣାର ସେହି ଅଧିକାର-ପର୍ବତରେ ରୋପଣ କରିବ।