Exodus 15:19 — Compare Translations

5 translations compared side by side

Odia - 1840
"କାରଣ ଫାରୋଙ୍କର ଘୋଡା, ରଥ ଏବଂ ସୈନ୍ଯମାନେ ସବୁ ସମୁଦ୍ର ଭିତରକୁ ଚାଲି ୟାଇଛନ୍ତି। ସଦାପ୍ରଭୁ ସମାନଙ୍କେ ଉପରେ ସମୁଦ୍ର ଜଳ ଆଚ୍ଛାଦିତ କରାଇଲେ। ମାତ୍ର ଇଶ୍ରାୟେଲ ଲୋକମାନେ ସମୁଦ୍ର ମଧିଅରେ ଶୁଷ୍କ ରାସ୍ତା ରେ ଗମନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଫାରୋଙ୍କର ଅଶ୍ଵ ଓ ରଥ ଓ ଅଶ୍ଵାରୂଢ଼ ଲୋକମାନେ ସମୁଦ୍ର ମଧ୍ୟରେ ପ୍ରବେଶ କରନ୍ତେ, ସଦାପ୍ରଭୁ ସେମାନଙ୍କ ଉପରେ ପୁନର୍ବାର ସମୁଦ୍ର ଜଳ ଆଣିଲେ; ମାତ୍ର ଇସ୍ରାଏଲ-ସନ୍ତାନମାନେ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଫାରୋଙ୍କର ଘୋଡ଼ା, ରଥ ଏବଂ ସୈନ୍ୟମାନେ ସବୁ ସମୁଦ୍ର ଭିତରକୁ ଗ୍ଭଲି ଯାଇଛନ୍ତି। ସଦାପ୍ରଭୁ ସେମାନଙ୍କ ଉପରେ ସମୁଦ୍ର ଜଳ ଆଚ୍ଛାଦିତ କରାଇଲେ। ମାତ୍ର ଇସ୍ରାଏଲ ଲୋକମାନେ ସମୁଦ୍ର ମଧ୍ୟରେ ଶୁଷ୍କ ରାସ୍ତାରେ ଗମନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଫାରୋଙ୍କର ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ଲୋକମାନେ ସମୁଦ୍ର ମଧ୍ୟରେ ପ୍ରବେଶ କରନ୍ତେ, ସଦାପ୍ରଭୁ ସେମାନଙ୍କ ଉପରେ ପୁନର୍ବାର ସମୁଦ୍ର ଜଳ ଆଣିଲେ; ମାତ୍ର ଇସ୍ରାଏଲ ସନ୍ତାନମାନେ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଫାରୋଙ୍କର ଅଶ୍ୱ, ରଥ ଓ ଅଶ୍ୱାରୂଢ଼ ଲୋକମାନେ ସମୁଦ୍ର ମଧ୍ୟରେ ପ୍ରବେଶ କରନ୍ତେ, ସଦାପ୍ରଭୁ ସେମାନଙ୍କ ଉପରେ ପୁନର୍ବାର ସମୁଦ୍ର ଜଳ ଆଣିଲେ; ମାତ୍ର ଇସ୍ରାଏଲ ସନ୍ତାନମାନେ ଶୁଷ୍କ ପଥ ଦେଇ ସମୁଦ୍ର ମଧ୍ୟରେ ଗମନ କଲେ।