Exodus 15:2 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ହେଉଛନ୍ତି ମାରେ ଶକ୍ତି। ସେ ମାେତେ ରକ୍ଷା କରନ୍ତି। ଏବଂ ମୁଁ ତାଙ୍କର ପ୍ରଶଂସା କରି ଗାନ କରିବି। ସଦାପ୍ରଭୁ ହେଉଛନ୍ତି ମାରେ ପରମେଶ୍ବର ଏବଂ ମୁଁ ତାଙ୍କର ପ୍ରଶଂସା କରିବି। ସଦାପ୍ରଭୁ ହେଉଛନ୍ତି ମାରେ ପୂର୍ବପୁରୁଷମାନଙ୍କର ପରମେଶ୍ବର ଏବଂ ମୁଁ ତାଙ୍କର ସମ୍ମାନ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ଵର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ଵର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ହେଉଛନ୍ତି ମୋର ଶକ୍ତି। ସେ ମୋତେ ରକ୍ଷା କରନ୍ତି। ଏବଂ ମୁଁ ତାଙ୍କର ପ୍ରଶଂସା କରି ଗାନ କରିବି। ସଦାପ୍ରଭୁ ହେଉଛନ୍ତି ମୋର ପରମେଶ୍ୱର ଏବଂ ମୁଁ ତାଙ୍କର ପ୍ରଶଂସା କରିବି। ସଦାପ୍ରଭୁ ହେଉଛନ୍ତି ମୋର ପୂର୍ବପୁରୁଷମାନଙ୍କର ପରମେଶ୍ୱର ଏବଂ ମୁଁ ତାଙ୍କର ସମ୍ମାନ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।