Exodus 15:20 — Compare Translations

5 translations compared side by side

Odia - 1840
"ଏହାପରେ ହାରୋଣର ଭଉଣୀ, ଭବିଷ୍ଯଦ୍ବକ୍ତୀ ମରିଯମ ଦ୍ବାରା ନେଲେ ଏବଂ ସମସ୍ତ ସ୍ତ୍ରୀ ଲୋକମାନେ ଦାରା ବଜାଇଲେ ଓ ନାଚିଲେ। ମରିଯମ ସମାନଙ୍କେୁ ଗାଇବା ରେ ଅନୁସରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ହାରୋଣଙ୍କର ଭଗିନୀ ଭବିଷ୍ୟଦ୍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇନୃତ୍ୟ କରୁ କରୁ ବାହାର ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ହାରୋଣର ଭଉଣୀ, ଭବିଷ୍ୟ‌ଦ୍‌ବକ୍ତ୍ରୀ ମରିୟମ ଦାରା ନେଲେ ଏବଂ ସମସ୍ତ ସ୍ତ୍ରୀ ଲୋକମାନେ ଦାରା ବଜାଇଲେ ଓ ନାଚିଲେ। ମରିୟମ ପୁନରାବୃତ୍ତି କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ହାରୋଣଙ୍କର ଭଗିନୀ ଭବିଷ୍ୟଦ୍‍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇ ନୃତ୍ୟ କରୁ କରୁ ବାହାର ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ହାରୋଣଙ୍କର ଭଗିନୀ ଭବିଷ୍ୟଦ୍‍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇ ନୃତ୍ୟ କରୁ କରୁ ବାହାର ହେଲେ।