Exodus 15:21 — Compare Translations

5 translations compared side by side

Odia - 1840
"ତା'ପରେ ମରିଯମ ଲୋକମାନଙ୍କୁ କହିଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଗାନ କର। ଯେ ହତେୁ ସେ ମହାନ କାର୍ୟ୍ଯ କରିଛନ୍ତି। ସେ ଅଶ୍ବ ଓ ଅଶ୍ବାରୋହୀ ସୈନ୍ଯମାନଙ୍କୁ ସମୁଦ୍ର ରେ ନିକ୍ଷପେ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ଵ ଓ ଅଶ୍ଵାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମରିୟମ ଲୋକମାନଙ୍କୁ କହିଲେ, “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର। ଯେହେତୁ ସେ ମହାନ କାର୍ଯ୍ୟ କରିଛନ୍ତି। ସେ ଅଶ୍ୱ ଓ ଅଶ୍ୱାରୋହୀ ସୈନ୍ୟମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମରୀୟମ ଲୋକମାନଙ୍କୁ ଉତ୍ତର କଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାୟନ କର; କାରଣ ସେ ଅତିଶୟ ଉନ୍ନତ ହୋଇଅଛନ୍ତି; ସେ ଅଶ୍ୱ ଓ ଅଶ୍ୱାରୂଢ଼ ଲୋକମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି।”