Exodus 15:22 — Compare Translations
5 translations compared side by side
Odia - 1840
"ମାଶାେ ଇଶ୍ରାୟେଲ ଲୋକମାନଙ୍କୁ ସୂଫ ସମୁଦ୍ରଠାରୁ ପର୍ବତ ଆଡକୁ ନଇଗେଲେ। ସମାନେେ ତିନିଦିନ ଧରି ମରୁଭୂମିରେ ୟାତ୍ରା କଲେ, ଲୋକମାନେ ଟିକେ ମଧ୍ଯ ପାଣି ପିଇଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲ ପ୍ରାନ୍ତର ମଧ୍ୟକୁ ଯାଆନ୍ତି ମୋଶା ଇସ୍ରାଏଲ ଲୋକମାନଙ୍କୁ ସୂଫସାଗରଠାରୁ ପର୍ବତ ଆଡ଼କୁ ନେଇଗଲେ। ସେମାନେ ତିନି ଦିନ ଧରି ମରୁଭୂମିରେ ଯାତ୍ରା କଲେ, ଲୋକମାନେ ଟିକେ ମଧ୍ୟ ପାଣି ପାଇଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି, ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଇସ୍ରାଏଲଙ୍କୁ ସୂଫ ସାଗରଠାରୁ ଯାତ୍ରା କରାଇଲେ, ପୁଣି, ସେମାନେ ଶୂର-ପ୍ରାନ୍ତର ଆଡ଼କୁ ଯାତ୍ରା କଲେ, ସେମାନେ ପ୍ରାନ୍ତରରେ ତିନି ଦିନ ଯାତ୍ରା କରି ଜଳ ପାଇଲେ ନାହିଁ।