Exodus 15:23 — Compare Translations

5 translations compared side by side

Odia - 1840
"ତିନିଦିନ ପରେ ଲୋକମାନେ ମାରାଠା ରେ ପହନ୍ଚିଲେ। ସଠାେରେ ପାଣି ଥିଲା କିନ୍ତୁ ତିକ୍ତତା ହତେୁ ପାନୀଯ ଯୋଗ୍ଯ ନଥିଲା। ଯେଉଁଥିପାଇଁ ସହେି ସ୍ଥାନର ନାମ ଥିଲା ମାରା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା (ତିକ୍ତତା) ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତିନି ଦିନ ପରେ ଲୋକମାନେ ମାରାଠାରେ ପହଞ୍ଚିଲେ। ସେଠାରେ ପାଣି ଥିଲା କିନ୍ତୁ ତିକ୍ତତା ହେତୁ ପାନୀୟ ଯୋଗ୍ୟ ନ ଥିଲା। ଯେଉଁଥିପାଇଁ ସେହି ସ୍ଥାନର ନାମ ହେଲା ମାରା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା ହେଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ ମାରାଠାରେ ଉପସ୍ଥିତ ହୁଅନ୍ତେ, ତିକ୍ତତା ହେତୁରୁ ମାରାର ଜଳ ପାନ କରି ପାରିଲେ ନାହିଁ; ଏଣୁ ତାହାର ନାମ ମାରା ହେଲା।