Exodus 15:24 — Compare Translations
5 translations compared side by side
Odia - 1840
"ଲୋକମାନେ ମାଶାଙ୍କେ ନିକଟରେ ଅଭିଯୋଗ କଲେ। ଲୋକମାନେ କହିଲେ, ଆମ୍ଭେ କ'ଣ ପିଇବୁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, ଆମ୍ଭେମାନେ କଅଣ ପିଇବା?
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ମୋଶାଙ୍କ ନିକଟରେ ଅଭିଯୋଗ କଲେ। ଲୋକମାନେ କହିଲେ, “ଆମ୍ଭେ କ’ଣ ପିଇବୁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “ଆମ୍ଭେମାନେ କଅଣ ପିଇବା?”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ବଚସା କରି କହିଲେ, “ଆମ୍ଭେମାନେ କଅଣ ପିଇବା?”