Exodus 15:25 — Compare Translations

5 translations compared side by side

Odia - 1840
"ମାଶାେ ସଦାପ୍ରଭୁଙ୍କୁ ଡାକି ପକାଇଲେ। ତେଣୁ ସଦାପ୍ରଭୁ ତାଙ୍କୁ ଏକ ବୃକ୍ଷ ଦଖାଇେଲେ। ମାଶାେ ସହେି ବୃକ୍ଷର ଶାଖାକୁ ଜଳ ରେ ପକାନ୍ତେ ଏହା ମଧୁର ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା । ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି ସେମାନଙ୍କର ପରୀକ୍ଷା ନେଇ କହିଲେ,
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ସଦାପ୍ରଭୁଙ୍କୁ ଡାକ ପକାଇଲେ। ତେଣୁ ସଦାପ୍ରଭୁ ତାଙ୍କୁ ଏକ ବୃକ୍ଷ ଦେଖାଇଲେ। ମୋଶା ସେହି ବୃକ୍ଷର ଶାଖାକୁ ଜଳରେ ପକାନ୍ତେ ଏହା ମଧୁର ହୋଇଗଲା। ସେହି ସ୍ଥାନରେ, ସଦାପ୍ରଭୁ ତାଙ୍କୁ ବ୍ୟବସ୍ଥା ଓ ଆଜ୍ଞା ଦେଲେ। ସେଠାରେ ସେ ତାଙ୍କୁ ପରୀକ୍ଷା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ-ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି, ସେମାନଙ୍କର ପରୀକ୍ଷା ନେଇ କହିଲେ,
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାଙ୍କୁ ଏକ ପ୍ରକାର କାଷ୍ଠ ଦେଖାଇଲେ, ସେ ତାହା ନେଇ ଜଳରେ ପକାନ୍ତେ, ଜଳ ମିଷ୍ଟ ହେଲା। ସେହି ସ୍ଥାନରେ ସଦାପ୍ରଭୁ ସେମାନଙ୍କ ନିମନ୍ତେ ବିଧି ଓ ଆଦେଶ ନିରୂପଣ କଲେ, ପୁଣି, ସେମାନଙ୍କର ପରୀକ୍ଷା ନେଇ କହିଲେ,