Exodus 15:26 — Compare Translations
5 translations compared side by side
Odia - 1840
"ତା'ପରେ ସେ କହିଲେ, ତୁମ୍ଭେ ଯବେେ ସଦାପ୍ରଭୁ ଆପଣା ପରମେଶ୍ବରଙ୍କ ବାକ୍ଯ ରେ ମନୋୟୋଗ କର ଏବଂ ତାଙ୍କ ଦୃଷ୍ଟି ରେ ଯାହା ଉଚିତ୍ ତାହା କର, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କର ବ୍ଯବସ୍ଥାସବୁ ପାଳନ କର, ତବେେ ମିଶରୀଯମାନେ ଯେଉଁ ସବୁ ରୋଗ ରେ ପିଡୀତ ହେଲେ, ତୁମ୍ଭମାନେେ ସହେି ରୋଗ ରେ ପିଡୀତ ହବେ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେବେ ଆପଣା ସଦାପ୍ରଭୁ ପରମେଶ୍ଵରଙ୍କ ବାକ୍ୟରେ ମନୋଯୋଗ କର ଓ ତାହାଙ୍କ ଦୃଷ୍ଟିରେ ଯାହା ଉଚିତ, ତାହା କର ଓ ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସ୍ରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ କହିଲେ, “ତୁମ୍ଭେ ଯେବେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର ଏବଂ ତାଙ୍କ ଦୃଷ୍ଟିରେ ଯାହା ଉଚିତ୍ ତାହା କର, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କର ବ୍ୟବସ୍ଥାସବୁ ପାଳନ କର, ତେବେ ମିଶରୀୟମାନେ ଯେଉଁସବୁ ରୋଗରେ ପିଡ଼ୀତ ହେଲେ, ତୁମ୍ଭେମାନେ ସେହି ରୋଗରେ ପିଡ଼ୀତ ହେବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସ୍ରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”