Exodus 15:27 — Compare Translations

5 translations compared side by side

Odia - 1840
"ଏହାପରେ ଲୋକମାନେ ଏଲୀମକୁ ଗଲେ। ଏଲୀମଠା ରେ ବାରଟି ନିର୍ଝର ଏବଂ ସତୁରୀଟି ଖଜୁରୀ ଗଛ ଥିଲା। ତେଣୁ ଲୋକମାନେ ସହେିଠା ରେ ପାଣି ପାଖ ରେ ଛାଉଣୀ ସ୍ଥାପନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ଏଲୀମଠାରେ ଉପସ୍ଥିତ ହେଲେ; ସେଠାରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ତହିଁରେ ସେମାନେ ସେହି ଜଳ ନିକଟରେ ଛାଉଣି ସ୍ଥାପନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଲୋକମାନେ ଏଲୀମକୁ ଗଲେ। ଏଲୀମଠାରେ ବାରଟି ନିର୍ଝର ଏବଂ ସତୁରୀଟି ଖଜୁରୀ ଗଛ ଥିଲା। ତେଣୁ ଲୋକମାନେ ସେଠାରେ ପାଣି ପାଖରେ ଛାଉଣି ସ୍ଥାପନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ଏଲୀମଠାରେ ଉପସ୍ଥିତ ହେଲେ; ସେଠାରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ତହିଁରେ ସେମାନେ ସେହି ଜଳ ନିକଟରେ ଛାଉଣି ସ୍ଥାପନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ଏଲୀମଠାରେ ଉପସ୍ଥିତ ହେଲେ; ସେଠାରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ତହିଁରେ ସେମାନେ ସେହି ଜଳ ନିକଟରେ ଛାଉଣି ସ୍ଥାପନ କଲେ।