Exodus 15:3 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ୟୁଦ୍ଧବୀର, ସଦାପ୍ରଭୁ ତାଙ୍କର ନାମ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଯୁଦ୍ଧବୀର; ସଦାପ୍ରଭୁ ତାହାଙ୍କର ନାମ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଯୁଦ୍ଧବୀର, ସଦାପ୍ରଭୁ ତାଙ୍କର ନାମ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଯୁଦ୍ଧବୀର; ସଦାପ୍ରଭୁ ତାହାଙ୍କର ନାମ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଯୁଦ୍ଧବୀର; ସଦାପ୍ରଭୁ ତାହାଙ୍କର ନାମ।