Exodus 15:4 — Compare Translations
5 translations compared side by side
Odia - 1840
"ସେ ଫାରୋଙ୍କର ରଥ ଏବଂ ସନ୍େଯମାନଙ୍କୁ ସମୁଦ୍ର ରେ ନିକ୍ଷପେ କରିଛନ୍ତି। ଫାରୋଙ୍କର ବଛା ବୀରମାନେ ସୂଫ ସାଗର ରେ ନିମଗ୍ନ ହାଇେ ଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି; ପୁଣି ତାଙ୍କର ବଚ୍ଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଫାରୋଙ୍କର ରଥ ଏବଂ ସୈନ୍ୟମାନଙ୍କୁ ସମୁଦ୍ରରେ ନିକ୍ଷେପ କରିଛନ୍ତି। ଫାରୋଙ୍କର ବଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇ ଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି; ପୁଣି, ତାଙ୍କର ବଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ସେ ଫାରୋଙ୍କର ରଥ ଓ ସୈନ୍ୟଗଣକୁ ସମୁଦ୍ରରେ ନିକ୍ଷେପ କରିଅଛନ୍ତି; ପୁଣି, ତାଙ୍କର ବଚ୍ଛା ବୀରମାନେ ସୂଫ ସାଗରରେ ନିମଗ୍ନ ହୋଇଅଛନ୍ତି।