Exodus 15:5 — Compare Translations

5 translations compared side by side

Odia - 1840
"ଗଭୀର ଜଳ ସମାନଙ୍କେୁ ଆଚ୍ଛାଦନ କରିଅଛି। ସମାନେେ ପ୍ରସ୍ତର ତୁଲ୍ଯ ଅଗାଧ ଜଳ ରେ ବୁଡି ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗଭୀର ଜଳ ସେମାନଙ୍କୁ ଆଚ୍ଛାଦନ କରିଅଛି, ସେମାନେ ପ୍ରସ୍ତର ତୁଲ୍ୟ ଅଗାଧ ଜଳରେ ବୁଡ଼ିଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗଭୀର ଜଳ ସେମାନଙ୍କୁ ଆଚ୍ଛାଦନ କରିଅଛି। ସେମାନେ ପ୍ରସ୍ତର ତୁଲ୍ୟ ଅଗାଧ ଜଳରେ ବୁଡ଼ି ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗଭୀର ଜଳ ସେମାନଙ୍କୁ ଆଚ୍ଛାଦନ କରିଅଛି, ସେମାନେ ପ୍ରସ୍ତର ତୁଲ୍ୟ ଅଗାଧ ଜଳରେ ବୁଡ଼ିଗଲେ।
Odia IRV 2017 (ଓଡିଆ ବାଇବେଲ)
ଗଭୀର ଜଳ ସେମାନଙ୍କୁ ଆଚ୍ଛାଦନ କରିଅଛି, ସେମାନେ ପ୍ରସ୍ତର ତୁଲ୍ୟ ଅଗାଧ ଜଳରେ ବୁଡ଼ିଗଲେ।