Exodus 15:7 — Compare Translations

5 translations compared side by side

Odia - 1840
"ତୁମ୍ଭେ ନିଜର ଉତ୍କୃଷ୍ଟ ମହିମା ରେ, ନିଜର ପ୍ରତିକୂଳାଚାରୀମାନଙ୍କୁ ଧ୍ବଂସ କରିଛ। ତୁମ୍ଭେ ତୁମ୍ଭର କୋର୍ଧାଗ୍ନି ପଠାଅ। ତାହା ସମାନଙ୍କେୁ ନଡାପରି ଗ୍ରାସ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣା ଉତ୍କୃଷ୍ଟ ମହିମାରେଆପଣା ପ୍ରତିକୂଳାଚାରୀମାନଙ୍କୁ ନିପାତ କରିଥାଅ; ତୁମ୍ଭେ ଆପଣା କ୍ରୋଧାଗ୍ନି ପଠାଅ, ତାହା ସେମାନଙ୍କୁ ନଡ଼ା ପରି ଗ୍ରାସ କରେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନିଜର ଉତ୍କୃଷ୍ଟ ମହିମାରେ, ନିଜର ପ୍ରତିକୂଳାଗ୍ଭରୀମାନଙ୍କୁ ଧ୍ୱଂସ କରିଛ। ତୁମ୍ଭେ ତୁମ୍ଭର କ୍ରୋଧାଗ୍ନି ପଠାଅ। ତାହା ସେମାନଙ୍କୁ ନଡ଼ାପରି ଗ୍ରାସ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣା ଉତ୍କୃଷ୍ଟ ମହିମାରେ ଆପଣା ପ୍ରତିକୂଳାଚାରୀମାନଙ୍କୁ ନିପାତ କରିଥାଅ; ତୁମ୍ଭେ ଆପଣା କ୍ରୋଧାଗ୍ନି ପଠାଅ, ତାହା ସେମାନଙ୍କୁ ନଡ଼ା ପରି ଗ୍ରାସ କରେ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣା ଉତ୍କୃଷ୍ଟ ମହିମାରେ ଆପଣା ପ୍ରତିକୂଳାଚାରୀମାନଙ୍କୁ ନିପାତ କରିଥାଅ; ତୁମ୍ଭେ ଆପଣା କ୍ରୋଧାଗ୍ନି ପଠାଅ, ତାହା ସେମାନଙ୍କୁ ନଡ଼ା ପରି ଗ୍ରାସ କରେ।