Exodus 15:8 — Compare Translations

5 translations compared side by side

Odia - 1840
"ତୁମ୍ଭ ନାସାନ୍ଦ୍ରର ବିସ୍ଫୋଟ ଜଳକୁ ପ୍ରାଚୀରତୁଲ୍ଯ ପରିଣତ କଲା। ଏବଂ ଜଳଷୋର୍ତ ପ୍ରାଚୀରତୁଲ୍ଯ ହାଇଗେଲା। ସମୁଦ୍ର ମଧ୍ଯ ସ୍ଥଳ ରେ ଜଳ ଜମାଟ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ନାସିକାର ନିଃଶ୍ଵାସ ଦ୍ଵାରା ଜଳ ରାଶୀକୃତ ହେଲା; ସ୍ରୋତସକଳ ସେତୁ ପରି ଛିଡ଼ା ହୋଇ ରହିଲା; ସମୁଦ୍ର ମଧ୍ୟସ୍ଥଳରେ ଗଭୀର ଜଳ ଜମାଟ ହୋଇଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ନାସାନ୍ଦ୍ରର ବିସ୍ଫୋଟ ଜଳକୁ ପ୍ରାଚୀରତୁଲ୍ୟ ପରିଣତ କଲା। ଏବଂ ଜଳସ୍ରୋତ ପ୍ରାଚୀରତୁଲ୍ୟ ହୋଇଗଲା। ସମୁଦ୍ର ମଧ୍ୟସ୍ଥଳରେ ଜଳ ଜମାଟ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ନାସିକାର ନିଃଶ୍ୱାସ ଦ୍ୱାରା ଜଳ ରାଶୀକୃତ ହେଲା; ସ୍ରୋତସକଳ ସେତୁ ପରି ଛିଡ଼ା ହୋଇ ରହିଲା; ସମୁଦ୍ର ମଧ୍ୟସ୍ଥଳରେ ଗଭୀର ଜଳ ଜମାଟ ହୋଇଗଲା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ନାସିକାର ନିଃଶ୍ୱାସ ଦ୍ୱାରା ଜଳ ରାଶୀକୃତ ହେଲା; ସ୍ରୋତସକଳ ସେତୁ ପରି ଛିଡ଼ା ହୋଇ ରହିଲା; ସମୁଦ୍ର ମଧ୍ୟସ୍ଥଳରେ ଗଭୀର ଜଳ ଜମାଟ ହୋଇଗଲା।