Exodus 15:9 — Compare Translations

5 translations compared side by side

Odia - 1840
"ଶତୃ କହିଲା, 'ମୁଁ ସମାନଙ୍କେୁ ଗୋଡ଼ାଇବି ଓ ଧରିବି। ମୁଁ ଲୁଟିତ ଦ୍ରବ୍ଯ ଭାଗ କରି ନବେି। ସମାନଙ୍କେର ଉପରେ ମାରେ ଅଭିଳାଷ ପୂର୍ଣ୍ଣ ହବେ। ମୁଁ ଆପଣା ଖଡ୍ଗ ନିକ୍ଷପେ କରିବି, ମାରେ ହସ୍ତ ସମାନଙ୍କେୁ ବିନାଶ କରିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶତ୍ରୁ କହିଲା: ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ଼୍‍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“ଶତ୍ରୁ କହିଲା, ‘ମୁଁ ସେମାନଙ୍କୁ ଗୋଡ଼ାଇବି ଓ ଧରିବି। ମୁଁ ଲୁଟିତ ଦ୍ରବ୍ୟ ଭାଗ କରି ନେବି। ସେମାନଙ୍କର ଉପରେ ମୋର ଅଭିଳାଷ ପୂର୍ଣ୍ଣ ହେବ। ମୁଁ ଆପଣା ଖ‌ଡ଼୍‌ଗ ନିକ୍ଷେପ କରିବି, ମୋର ହସ୍ତ ସେମାନଙ୍କୁ ବିନାଶ କରିବ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶତ୍ରୁ କହିଲା: ‘ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।’
Odia IRV 2017 (ଓଡିଆ ବାଇବେଲ)
ଶତ୍ରୁ କହିଲା: ଆମ୍ଭେ ପଛେ ପଛେ ଗୋଡ଼ାଇବା, ଆମ୍ଭେ ସେମାନଙ୍କୁ ଧରିବା, ଆମ୍ଭେ ଲୁଟିତ ଦ୍ରବ୍ୟ ବିଭାଗ କରି ନେବା; ସେମାନଙ୍କ ଉପରେ ଆମ୍ଭର ଅଭିଳାଷ ପୂର୍ଣ୍ଣ ହେବ; ଆମ୍ଭେ ଆପଣା ଖଡ୍ଗ ନିଷ୍କୋଷ କରିବା, ଆମ୍ଭର ହସ୍ତ ସେମାନଙ୍କୁ ବିନାଶ କରିବ।