Exodus 16:1 — Compare Translations
5 translations compared side by side
Odia - 1840
"ଏହାପରେ ଇଶ୍ରାୟେଲର ସମସ୍ତ ସମାଜ ଏଲୀମ ଛାଡି ସୀନଯ ମରୁଭୂମିକୁ ଗଲେ, ଯାହାକି ଏଲୀମ ସୀନଯର ମଝି ରେ ଥିଲା। ସମାନେେ ମିଶର ଛାଡିବାର ଦ୍ବିତୀୟ ମାସର ପଞ୍ଚଦଶ ଦିନ ରେ ସଠାେରେ ପହନ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶ ଛାଡ଼ିଲା ଉତ୍ତାରେ ଦ୍ଵିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ତଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍ ପ୍ରାନ୍ତରରେ ଉପସ୍ଥିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
Israel Complains, So God Sends Food ଏହା ପରେ ଇସ୍ରାଏଲର ସମସ୍ତ ସମାଜ ଏଲୀମ ଛାଡ଼ି ସୀନୟ ମରୁଭୂମିକୁ ଗଲେ, ଯାହାକି ଏଲୀମ ସୀନୟର ମଝିରେ ଥିଲା। ସେମାନେ ମିଶର ଛାଡ଼ିବାର ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ସେଠାରେ ପହଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍ ପ୍ରାନ୍ତରରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ଏଲୀମଠାରୁ ଯାତ୍ରା କଲେ, ଆଉ ମିସର ଦେଶରୁ ପ୍ରସ୍ଥାନ କଲା ଉତ୍ତାରେ ଦ୍ୱିତୀୟ ମାସର ପଞ୍ଚଦଶ ଦିନରେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ଏଲୀମ ଓ ସୀନୟର ମଧ୍ୟବର୍ତ୍ତୀ ସୀନ୍ ପ୍ରାନ୍ତରରେ ଉପସ୍ଥିତ ହେଲେ।