Exodus 16:10 — Compare Translations

5 translations compared side by side

Odia - 1840
"ଯେତବେେଳେ ହାରୋଣ ଇଶ୍ରାୟେଲମାନଙ୍କୁ କହିଲେ, ସମାନେେ ମରୁଭୂମି ଆଡକୁ ବୁଲି ଚାହିଁଲେ। ହଠାତ୍ ମେଘ ମଧିଅରେ ସଦାପ୍ରଭୁଙ୍କ ମହିମା ଆବିର୍ଭାବ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି ଏହା କହିବା ବେଳେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ହାରୋଣ ଇସ୍ରାଏଲୀୟମାନଙ୍କୁ କହିଲେ, ସେମାନେ ମରୁଭୂମି ଆଡ଼କୁ ବୁଲି ଗ୍ଭହିଁଲେ। ହଠାତ୍ ମେଘ ମଧ୍ୟରେ ସଦାପ୍ରଭୁଙ୍କ ମହିମା ଆବିର୍ଭାବ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ହାରୋଣ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ ଏହା କହିବା ସମୟରେ ସେମାନେ ପ୍ରାନ୍ତର ଆଡ଼େ ଅନାନ୍ତେ, ଦେଖ, ମେଘସ୍ତମ୍ଭ ମଧ୍ୟରେ ସଦାପ୍ରଭୁଙ୍କର ପ୍ରତାପ ଦେଖାଗଲା।