Exodus 16:13 — Compare Translations

5 translations compared side by side

Odia - 1840
"ସହେି ରାତି ରେ ଭାଟୁଇ ପକ୍ଷୀଗଣ ଆସିଲେ ଏବଂ ଛାଉଣୀକୁ ଆଚ୍ଛାଦିତ କଲେ। ଏବଂ ପ୍ରଭାତ ରେ ଛାଉଣୀ ସ୍ଥାନ ରେ ଚାରିଆଡେ କାକରର ଏକ ସ୍ତର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସନ୍ଧ୍ୟା କାଳରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି ପ୍ରାତଃ କାଳରେ ଛାଉଣି-ସ୍ଥାନର ଚାରିଆଡ଼େ କାକର ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ରାତିରେ ଭାଟୁଇ ପକ୍ଷୀଗଣ ଆସିଲେ ଏବଂ ଛାଉଣିକୁ ଆଚ୍ଛାଦିତ କଲେ। ଏବଂ ପ୍ରଭାତରେ ଛାଉଣି ସ୍ଥାନରେ ଗ୍ଭରିଆଡ଼େ କାକରର ଏକ ସ୍ତର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃକାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସନ୍ଧ୍ୟା ସମୟରେ ଭାଟୋଇ ପକ୍ଷୀଗଣ ଆସି ଛାଉଣି-ସ୍ଥାନ ଆଚ୍ଛାଦନ କଲେ, ପୁଣି, ପ୍ରାତଃ କାଳରେ ଛାଉଣି ସ୍ଥାନର ଚାରିଆଡ଼େ କାକର ପଡ଼ିଲା।