Exodus 16:14 — Compare Translations

5 translations compared side by side

Odia - 1840
"ଏହାପରେ କାକର ବିନ୍ଦୁସବୁ ଉର୍ଦ୍ଧକୁ ଉଠିୟିବାରୁ ଭୂମିସ୍ଥ କାକର ପରି ଗୋଲାକାର କ୍ଷୁଦ୍ର ଦ୍ରବ୍ଯ ମରୁଭୂମି ଉପରେ ପଡି ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ପତିତ କାକର ଊର୍ଦ୍ଧ୍ଵଗତ ହେଲାରୁ ଭୂମିସ୍ଥିତ କାକରପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ପ୍ରାନ୍ତର ଉପରେ ପଡ଼ି ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ କାକର ବିନ୍ଦୁସବୁ ଉର୍ଦ୍ଧକୁ ଉଠିଯିବାରୁ ଭୂମିସ୍ଥ କାକର ପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ମରୁଭୂମି ଉପରେ ପଡ଼ି ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ପତିତ କାକର ଊର୍ଦ୍ଧ୍ୱଗତ ହେଲାରୁ ଭୂମିସ୍ଥିତ କାକର ପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ପ୍ରାନ୍ତର ଉପରେ ପଡ଼ି ରହିଲା।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ପତିତ କାକର ଉର୍ଦ୍ଧ୍ୱଗତ ହେଲାରୁ ଭୂମିସ୍ଥିତ କାକରପରି ଗୋଲାକାର କ୍ଷୁଦ୍ର ଦ୍ରବ୍ୟ ପ୍ରାନ୍ତର ଉପରେ ପଡ଼ି ରହିଲା।