Exodus 16:15 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲର ଲୋକମାନେ ଏହାକୁ ଦେଖି କଥାବର୍ତ୍ତା ହେଲେ। ଏଗୁଡିକ କ'ଣ? ସମାନେେ ଏପରି କହିଲେ କାରଣ ସମାନେେ ଜାଣି ନଥିଲେ ଏଗୁଡିକ କ'ଣ ଥଲା। ତେଣୁ ସମାନେେ ମାଶାଙ୍କେୁ ପଚାରିଲେ, ତେଣୁ ମାଶାେ ସମାନଙ୍କେୁ କହିଲେ, ଏଗୁଡିକ ଖାଦ୍ୟ, ତୁମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କର ଦାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଇସ୍ରାଏଲ-ସନ୍ତାନଗଣ ତାହା ଦେଖି ପରସ୍ପର କହିଲେ, ଏ କଅଣ? (ମାନ୍-ହୁ?); ଯେହେତୁ ତାହା କଅଣ, ସେମାନେ ଜାଣିଲେ ନାହିଁ । ତହିଁରେ ମୋଶା କହିଲେ, ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲର ଲୋକମାନେ ଏହାକୁ ଦେଖି କଥାବାର୍ତ୍ତା ହେଲେ। “ଏଗୁଡ଼ିକ କ’ଣ?” ସେମାନେ ଏପରି କହିଲେ କାରଣ ସେମାନେ ଜାଣି ନ ଥିଲେ ଏଗୁଡ଼ିକ କ’ଣ ଥିଲା। ତେଣୁ ସେମାନେ ମୋଶାଙ୍କୁ ପଗ୍ଭରିଲେ, ତେଣୁ ମୋଶା ସେମାନଙ୍କୁ କହିଲେ, “ଏଗୁଡ଼ିକ ଖାଦ୍ୟ, ତୁମ୍ଭମାନଙ୍କ ପାଇଁ ସଦାପ୍ରଭୁଙ୍କର ଦାନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଇସ୍ରାଏଲ-ସନ୍ତାନଗଣ ତାହା ଦେଖି ପରସ୍ପରକୁ କହିଲେ, “ଏହା କʼଣ ଅଟେ?” ଯେହେତୁ ତାହା କʼଣ ଥିଲା, ସେମାନେ ଜାଣିଲେ ନାହିଁ। ତହିଁରେ ମୋଶା କହିଲେ, “ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ।
Odia IRV 2017 (ଓଡିଆ ବାଇବେଲ)
ଆଉ ଇସ୍ରାଏଲ ସନ୍ତାନଗଣ ତାହା ଦେଖି ପରସ୍ପରକୁ କହିଲେ, “ଏହା କ’ଣ ଅଟେ?” ଯେହେତୁ ତାହା କ’ଣ ଥିଲା, ସେମାନେ ଜାଣିଲେ ନାହିଁ। ତହିଁରେ ମୋଶା କହିଲେ, “ଏହା ତୁମ୍ଭମାନଙ୍କ ଭୋଜନ ନିମନ୍ତେ ସଦାପ୍ରଭୁଙ୍କ ଦତ୍ତ ଅନ୍ନ।”