Exodus 16:17 — Compare Translations
5 translations compared side by side
Odia - 1840
"ତେଣୁ ଇଶ୍ରାୟେଲର ଲୋକମାନେ ଏହିପରି କଲେ। ପ୍ରେତ୍ୟକକ ଲୋକ ଖାଦ୍ୟ ସଂଗ୍ରହ କଲେ। କିଛି ଲୋକ ଅନ୍ୟମାନଙ୍କଠାରୁ ଅଧିକ ଖାଦ୍ୟ ସଂଗ୍ରହ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଇସ୍ରାଏଲ-ସନ୍ତାନମାନେ ସେହି ପ୍ରକାର କଲେ; କେହି ଅଧିକ କେହି ଅଳ୍ପ ସଞ୍ଚୟ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲର ଲୋକମାନେ ଏହିପରି କଲେ। ପ୍ରତ୍ୟେକ ଲୋକ ଖାଦ୍ୟ ସଂଗ୍ରହ କଲେ। କିଛି ଲୋକ ଅନ୍ୟମାନଙ୍କଠାରୁ ଅଧିକ ଖାଦ୍ୟ ସଂଗ୍ରହ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଇସ୍ରାଏଲ ସନ୍ତାନମାନେ ସେହି ପ୍ରକାର କଲେ; କେହି ଅଧିକ ଓ କେହି ଅଳ୍ପ ସଞ୍ଚୟ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଇସ୍ରାଏଲ ସନ୍ତାନମାନେ ସେହି ପ୍ରକାର କଲେ; କେହି ଅଧିକ ଓ କେହି ଅଳ୍ପ ସଞ୍ଚୟ କଲେ।