Exodus 16:18 — Compare Translations

5 translations compared side by side

Odia - 1840
"ଏହାପରେ ସମାନେେ ତାଙ୍କର ପରିବାର ରେ ଖାଦ୍ୟ ବଣ୍ଟନ କଲେ। ଏଥି ରେ ଯେଉଁମାନେ ଅଧିକ ସଂଗ୍ରହ କରିଥିଲେ ତାଙ୍କର ଖାଦ୍ୟ ବଳିଲା ନାହିଁ କି ଯେଉଁମାନେ କମ୍ ଖାଦ୍ୟ ସଂଗ୍ରହ କରିଥିଲେ ତାଙ୍କର ଅଭାବ ହେଲାନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେମାନେ ଓମରରେ ତାହା ପରିମାଣ କରନ୍ତେ; ଯେ ଅଧିକ ସଂଗ୍ରହ କରିଥିଲା, ତାହାର ବଳକା ହେଲା ନାହିଁ, ପୁଣି ଯେ ଅଳ୍ପ ସଂଗ୍ରହ କରିଥିଲା, ତାହାର ଅଭାବ ହେଲା ନାହିଁ; ଏହି ପ୍ରକାରେ ସେମାନେ ଭୋଜନ ଶକ୍ତି ଅନୁସାରେ ସଂଗ୍ରହ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସେମାନେ ତାଙ୍କର ପରିବାରରେ ଖାଦ୍ୟ ବଣ୍ଟନ କଲେ। ଏଥିରେ ଯେଉଁମାନେ ଅଧିକ ସଂଗ୍ରହ କରିଥିଲେ ତାଙ୍କର ଖାଦ୍ୟ ବଳିଲା ନାହିଁ କି ଯେଉଁମାନେ କମ୍ ଖାଦ୍ୟ ସଂଗ୍ରହ କରିଥିଲେ ତାଙ୍କର ଅଭାବ ହେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେମାନେ ଓମରରେ ତାହା ପରିମାଣ କରନ୍ତେ; ଯେ ଅଧିକ ସଂଗ୍ରହ କରିଥିଲା, ତାହାର ବଳକା ହେଲା ନାହିଁ, ପୁଣି, ଯେ ଅଳ୍ପ ସଂଗ୍ରହ କରିଥିଲା, ତାହାର ଅଭାବ ହେଲା ନାହିଁ; ଏହି ପ୍ରକାରେ ସେମାନେ ଭୋଜନ ଶକ୍ତି ଅନୁସାରେ ସଂଗ୍ରହ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେମାନେ ଓମରରେ ତାହା ପରିମାଣ କରନ୍ତେ; ଯେ ଅଧିକ ସଂଗ୍ରହ କରିଥିଲା, ତାହାର ବଳକା ହେଲା ନାହିଁ, ପୁଣି, ଯେ ଅଳ୍ପ ସଂଗ୍ରହ କରିଥିଲା, ତାହାର ଅଭାବ ହେଲା ନାହିଁ; ଏହି ପ୍ରକାରେ ସେମାନେ ଭୋଜନ ଶକ୍ତି ଅନୁସାରେ ସଂଗ୍ରହ କଲେ।