Exodus 16:19 — Compare Translations
5 translations compared side by side
Odia - 1840
"ମାଶାେ ସମାନଙ୍କେୁ କହିଲେ, ଆସନ୍ତା ଅନ୍ୟ ଦିନ ପାଇଁ ଖାଦ୍ୟ ସଂଗ୍ରହ କରି ରଖ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ସେମାନଙ୍କୁ କହିଲେ, ତୁମ୍ଭେମାନେ କେହି ପ୍ରାତଃ କାଳ ପର୍ଯ୍ୟନ୍ତ କିଛି ରଖ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ସେମାନଙ୍କୁ କହିଲେ, “ଆସନ୍ତା ଦିନ ପାଇଁ ଖାଦ୍ୟ ସଂଗ୍ରହ କରି ରଖ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କେହି ପ୍ରାତଃକାଳ ପର୍ଯ୍ୟନ୍ତ କିଛି ରଖ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କେହି ପ୍ରାତଃ କାଳ ପର୍ଯ୍ୟନ୍ତ କିଛି ରଖ ନାହିଁ।”