Exodus 16:2 — Compare Translations
5 translations compared side by side
Odia - 1840
"ଏହାପରେ ସମଗ୍ର ଇଶ୍ରାୟେଲୀୟ ସମାଜ ମରୁଭୂମିଠା ରେ ମାଶାେ ଓ ହାରୋଣଙ୍କ ଉପରେ ଅସନ୍ତାଷେ ପ୍ରକାଶ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ଇସ୍ରାଏଲ-ସନ୍ତାନମାନଙ୍କ ସମସ୍ତ ମଣ୍ତଳୀ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ପ୍ରାନ୍ତରରେ ବଚସା କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସମଗ୍ର ଇସ୍ରାଏଲୀୟ ସମାଜ ମରୁଭୂମିଠାରେ ମୋଶା ଓ ହାରୋଣଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ମଣ୍ଡଳୀ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ପ୍ରାନ୍ତରରେ ବଚସା କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ଇସ୍ରାଏଲ ସନ୍ତାନମାନଙ୍କ ସମସ୍ତ ମଣ୍ଡଳୀ ମୋଶା ଓ ହାରୋଣଙ୍କ ବିରୁଦ୍ଧରେ ପ୍ରାନ୍ତରରେ ବଚସା କଲେ।