Exodus 16:21 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ ସକାଳେ ଲୋକମାନେ ସମାନଙ୍କେର ଖାଦ୍ୟ ସଂଗ୍ରହ କଲେ। ପ୍ରେତ୍ୟକକ ଲୋକ ସମାନଙ୍କେର ଆବଶ୍ଯକ ମୁତାବକ ଖାଦ୍ୟ ସଂଗ୍ରହ କଲେ। ମାତ୍ର ପ୍ରଚଣ୍ଡ ଖରା ରେ ତାହାସବୁ ତରଳିଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ପ୍ରତିଦିନ ପ୍ରାତଃ କାଳରେ ସେମାନେ ଆପଣା ଆପଣା ଭୋଜନ ଶକ୍ତି ଅନୁସାରେ ତାହା ସଂଗ୍ରହ କଲେ; ମାତ୍ର ପ୍ରଚଣ୍ତ ଖରା ହୁଅନ୍ତେ, ତାହା ତରଳି ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ସକାଳେ ଲୋକମାନେ ସେମାନଙ୍କର ଖାଦ୍ୟ ସଂଗ୍ରହ କଲେ। ପ୍ରତ୍ୟେକ ଲୋକ ସେମାନଙ୍କର ଆବଶ୍ୟକ ମୁତାବକ ଖାଦ୍ୟ ସଂଗ୍ରହ କଲେ। ମାତ୍ର ପ୍ରଚଣ୍ଡ ଖରାରେ ତାହା ସବୁ ତରଳିଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ପ୍ରତିଦିନ ପ୍ରାତଃକାଳରେ ସେମାନେ ଆପଣା ଆପଣା ଭୋଜନ ଶକ୍ତି ଅନୁସାରେ ତାହା ସଂଗ୍ରହ କଲେ; ମାତ୍ର ପ୍ରଚଣ୍ଡ ଖରା ହୁଅନ୍ତେ, ତାହା ତରଳି ଗଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ପ୍ରତିଦିନ ପ୍ରାତଃ କାଳରେ ସେମାନେ ଆପଣା ଆପଣା ଭୋଜନ ଶକ୍ତି ଅନୁସାରେ ତାହା ସଂଗ୍ରହ କଲେ; ମାତ୍ର ପ୍ରଚଣ୍ଡ ଖରା ହୁଅନ୍ତେ, ତାହା ତରଳି ଗଲା।