Exodus 16:22 — Compare Translations
5 translations compared side by side
Odia - 1840
"ଶୁକ୍ରବାର ଦିନ, ଖାଦ୍ୟର ଦୁଇଗୁଣ ସଂଗ୍ରହ କଲେ। ସମାନେେ ପ୍ରେତ୍ୟକକଙ୍କ ପାଇଁ ଦୁଇ ଦୁଇ ଓମର ଖାଦ୍ୟ ସଂଗ୍ରହ କଲେ। ତେଣୁ ସମସ୍ତ ପ୍ରାଚୀନବର୍ଗମାନେ ଆସି ମାଶାଙ୍କେୁ ଜଣାଇଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ତଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶୁକ୍ରବାର ଦିନ, ଖାଦ୍ୟର ଦୁଇଗୁଣ ସଂଗ୍ରହ କଲେ। ସେମାନେ ପ୍ରତ୍ୟେକଙ୍କ ପାଇଁ ଦୁଇ ଦୁଇ ଓମର ଖାଦ୍ୟ ସଂଗ୍ରହ କଲେ। ତେଣୁ ସମସ୍ତ ପ୍ରାଚୀନବର୍ଗମାନେ ଆସି ମୋଶାଙ୍କୁ ଜଣାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ଡଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ଷଷ୍ଠ ଦିନରେ ସେମାନେ ଦୁଇଗୁଣ, ଅର୍ଥାତ୍, ପ୍ରତି ଜଣ ଦୁଇ ଦୁଇ ଓମର ଅନ୍ନ ସଂଗ୍ରହ କଲେ, ତହିଁରେ ମଣ୍ଡଳୀର ଅଧ୍ୟକ୍ଷ ସମସ୍ତେ ଆସି ମୋଶାଙ୍କୁ ଜଣାଇଲେ।