Exodus 16:23 — Compare Translations

5 translations compared side by side

Odia - 1840
"ମାଶାେ ସମାନଙ୍କେୁ କହିଲେ, ଏପରି କରିବାକୁ ସଦାପ୍ରଭୁ କହିଅଛନ୍ତି, କାରଣ ଆସନ୍ତା କାଲି ମହାବିଶ୍ରାମ ଦିନ ଅର୍ଥାତ୍ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ବିଶ୍ରାମ ହବେ। ତୁମ୍ଭମାନେେ ଆଜି ଯେତିକି ଖାଦ୍ୟ ଦରକାର କରୁଛି ତାହା ଆଜି ରନ୍ଧନ କର। କିନ୍ତୁ ଯାହା ବଳିଲା, ତାହା ପ୍ରଭାତ ପର୍ୟ୍ଯନ୍ତ ସଂଚଯ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୋଶା ସେମାନଙ୍କୁ କହିଲେ, ସଦାପ୍ରଭୁ ତାହା କହିଅଛନ୍ତି, ଯଥା, କାଲି ମହା ବିଶ୍ରାମ ଦିନ, ଅର୍ଥାତ୍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ସେମାନଙ୍କୁ କହିଲେ, “ଏପରି କରିବାକୁ ସଦାପ୍ରଭୁ କହିଅଛନ୍ତି, କାରଣ ଆସନ୍ତାକାଲି ମହାବିଶ୍ରାମ ଦିନ ଅର୍ଥାତ୍ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ। ତୁମ୍ଭେମାନେ ଆଜି ଯେତିକି ଖାଦ୍ୟ ଦରକାର କରୁଛ ତାହା ଆଜି ରନ୍ଧନ କର। କିନ୍ତୁ ଯାହା ବଳିଲା, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତାହା କହିଅଛନ୍ତି, ଯଥା, ‘କାଲି ମହା ବିଶ୍ରାମ ଦିନ, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି, ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ।’”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୋଶା ସେମାନଙ୍କୁ କହିଲେ, “ସଦାପ୍ରଭୁ ତାହା କହିଅଛନ୍ତି, ଯଥା, କାଲି ମହା ବିଶ୍ରାମ ଦିନ, ଅର୍ଥାତ୍‍, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ବିଶ୍ରାମ ହେବ; ଏହେତୁ ତୁମ୍ଭମାନଙ୍କର ଯାହା ଭାଜିବାର, ତାହା ଭାଜ; ଯାହା ପାକ କରିବାର, ତାହା ପାକ କର; ପୁଣି, ଯାହା କିଛି ଅବଶିଷ୍ଟ ରହେ, ତାହା ପ୍ରଭାତ ପର୍ଯ୍ୟନ୍ତ ସଞ୍ଚୟ କରି ରଖ।”