Exodus 16:25 — Compare Translations
5 translations compared side by side
Odia - 1840
"ସପ୍ତମ ଦିବସ, ମାଶାେ ଲୋକମାନଙ୍କୁ କହିଲେ, ଆଜି ହେଉଛି ମହାବିଶ୍ରାମର ଦିନ। ସଦାପ୍ରଭୁଙ୍କର ସମ୍ମାନାର୍ଥେ ଏହା ଏକ ମୁଖ୍ଯ ଦିବସ। ତେଣୁ ତୁମ୍ଭମାନେେ କ୍ଷତକେୁ ଆଜି କହେି ନୟାଇ ରଖାୟାଇଥିବା ଖାଦ୍ୟକୁ ଭକ୍ଷଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା କହିଲେ, ଆଜି ତୁମ୍ଭେମାନେ ତାହା ଭୋଜନ କର, ଯେହେତୁ ଆଜି ସଦାପ୍ରଭୁଙ୍କର ବିଶ୍ରାମବାର; ଆଜି ବିଲରେ ତାହା ପାଇବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସପ୍ତମ ଦିବସ, ମୋଶା ଲୋକମାନଙ୍କୁ କହିଲେ, “ଆଜି ହେଉଛି ମହାବିଶ୍ରାମର ଦିନ। ସଦାପ୍ରଭୁଙ୍କର ସମ୍ମାନାର୍ଥେ ଏହା ଏକ ମୁଖ୍ୟ ଦିବସ। ତେଣୁ ତୁମ୍ଭେମାନେ କ୍ଷେତକୁ ଆଜି କେହି ନ ଯାଇ ରଖାଯାଇଥିବା ଖାଦ୍ୟକୁ ଭକ୍ଷ୍ୟଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା କହିଲେ, “ଆଜି ତୁମ୍ଭେମାନେ ତାହା ଭୋଜନ କର, ଯେହେତୁ ଆଜି ସଦାପ୍ରଭୁଙ୍କର ବିଶ୍ରାମବାର; ଆଜି କ୍ଷେତରେ ତାହା ପାଇବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା କହିଲେ, “ଆଜି ତୁମ୍ଭେମାନେ ତାହା ଭୋଜନ କର, ଯେହେତୁ ଆଜି ସଦାପ୍ରଭୁଙ୍କର ବିଶ୍ରାମବାର; ଆଜି କ୍ଷେତରେ ତାହା ପାଇବ ନାହିଁ।