Exodus 16:26 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଛଅଦିନ ତାହା ସଂଗ୍ରହ କରିବ, ମାତ୍ର ଶନିବାର ଦିନ ବିଶ୍ରାମବାର ଅଟେ। ତହିଁରେ କିଛି ମିଳିବ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଛଅ ଦିନ ତାହା ସଂଗ୍ରହ କରିବ, ମାତ୍ର ସପ୍ତମ ଦିନ ବିଶ୍ରାମବାର ଅଟେ, ତହିଁରେ କିଛି ମିଳିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଛଅ ଦିନ ତାହା ସଂଗ୍ରହ କରିବ, ମାତ୍ର ଶନିବାର ଦିନ ବିଶ୍ରାମବାର ଅଟେ। ତହିଁରେ କିଛି ମିଳିବ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଛଅ ଦିନ ତାହା ସଂଗ୍ରହ କରିବ, ମାତ୍ର ସପ୍ତମ ଦିନ ବିଶ୍ରାମବାର ଅଟେ, ତହିଁରେ କିଛି ମିଳିବ ନାହିଁ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଛଅ ଦିନ ତାହା ସଂଗ୍ରହ କରିବ, ମାତ୍ର ସପ୍ତମ ଦିନ ବିଶ୍ରାମବାର ଅଟେ, ତହିଁରେ କିଛି ମିଳିବ ନାହିଁ।”