Exodus 16:28 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, କେତକୋଳ ତୁମ୍ଭ ଲୋକମାନେ ମାରେ ଆଜ୍ଞା ଓ ଶିକ୍ଷା ମାନିବେ ନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ?
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “କେତେକାଳ ତୁମ୍ଭ ଲୋକମାନେ ମୋର ଆଜ୍ଞା ଓ ଶିକ୍ଷା ମାନିବେ ନାହିଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ?
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେମାନେ ଆମ୍ଭର ଆଜ୍ଞା ଓ ବ୍ୟବସ୍ଥା ପାଳନ କରିବାକୁ କେତେ କାଳ ଅସମ୍ମତ ଥିବ?