Exodus 16:3 — Compare Translations
5 translations compared side by side
Odia - 1840
"ଲୋକମାନେ କହିଲେ, ଏହା ବହୁତ ଭଲ ହାଇେଥାନ୍ତା, ଯଦି ସଦାପ୍ରଭୁ ଆମ୍ଭମାନଙ୍କୁ ମିଶର ରେ ହତ୍ଯା କରିଥାନ୍ତେ। ସଠାେରେ ଆମ୍ଭର ପ୍ରଚୁର ଖାଦ୍ୟ ଥିଲା। ଆମ୍ଭେ ଆବଶ୍ଯକ ପରିମାଣର ଖାଦ୍ୟ ସଠାେରେ ପାଉଥିଲୁ। କିନ୍ତୁ ତୁମ୍ଭେ ଆମ୍ଭଙ୍କୁ ଏଠାକୁ ଆଣିଲ। ତୁମ୍ଭେ ଏଠା ରେ ଆମ୍ଭକୁ ଭୋକରେ ମାରିବାକୁ ଚାହଁ କି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ତି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯେବେ ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ତଳୀକି କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ କହିଲେ, “ଏହା ବହୁତ ଭଲ ହୋଇଥା’ନ୍ତା, ଯଦି ସଦାପ୍ରଭୁ ଆମ୍ଭମାନଙ୍କୁ ମିଶରରେ ହତ୍ୟା କରିଥା’ନ୍ତେ। ସେଠାରେ ଆମ୍ଭର ପ୍ରଚୁର ଖାଦ୍ୟ ଥିଲା। ଆମ୍ଭେ ଆବଶ୍ୟକ ପରିମାଣର ଖାଦ୍ୟ ସେଠାରେ ପାଉଥିଲୁ। କିନ୍ତୁ ତୁମ୍ଭେ ଆମ୍ଭଙ୍କୁ ଏଠାକୁ ଆଣିଲ। ତୁମ୍ଭେ ଏଠାରେ ଆମ୍ଭକୁ ଭୋକରେ ମାରିବାକୁ ଗ୍ଭହଁ କି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲ ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥା’ନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”