Exodus 16:31 — Compare Translations
5 translations compared side by side
Odia - 1840
"ତେଣୁ ଇଶ୍ରାୟେଲର ଲୋକମାନେ ସହେି ଖାଦ୍ୟର ନାମ ମାନ୍ନା ଦେଲେ। ତାହା ଧନିଆ ପରି ଶୁକ୍ଲବର୍ଣ୍ଣ ଓ ତାହାର ସ୍ବାଦ ମଧୁ ମିଶ୍ରିତ ପିଷ୍ଟକ ତୁଲ୍ଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ ବଂଶ ସେହି ଖାଦ୍ୟର ନାମ ମାନ୍ନା ଦେଲେ; ତାହା ଧନିଆ ପରିଶୁକ୍ଳବର୍ଣ୍ଣ ଓ ତାହାର ଆସ୍ଵାଦ ମଧୁମିଶ୍ରିତ ପିଷ୍ଟକ ତୁଲ୍ୟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲର ଲୋକମାନେ ସେହି ଖାଦ୍ୟର ନାମ “ମାନ୍ନା” ଦେଲେ। ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ସ୍ୱାଦ ମଧୁ ମିଶ୍ରିତ ପିଷ୍ଟକ ତୁଲ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ ବଂଶ ସେହି ଖାଦ୍ୟର ନାମ “ମାନ୍ନା” ଦେଲେ; ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ଆସ୍ୱାଦ ମଧୁ ମିଶ୍ରିତ ରୁଟି ତୁଲ୍ୟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲ ବଂଶ ସେହି ଖାଦ୍ୟର ନାମ ମାନ୍ନା ଦେଲେ; ତାହା ଧନିଆ ପରି ଶୁକ୍ଳବର୍ଣ୍ଣ ଓ ତାହାର ଆସ୍ୱାଦ ମଧୁ ମିଶ୍ରିତ ରୁଟି ତୁଲ୍ୟ ଥିଲା।