Exodus 16:32 — Compare Translations

5 translations compared side by side

Odia - 1840
"ଏହାପରେ ମାଶାେ କହିଲେ, ସଦାପ୍ରଭୁ ଏହି ଆଜ୍ଞା ଦଇେଛନ୍ତି, ' ସେ ତୁମ୍ଭମାନଙ୍କୁ ମିଶର ଦେଶଠାରୁ ଆଣିବା ବେଳେ ମରୁଭୂମି ମଧିଅରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯମେନ୍ତ ତୁମ୍ଭମାନଙ୍କ ପୂର୍ବପୁରୁଷ ପରମ୍ପରା ଦେଖନ୍ତି। ଏଣୁ ସମାନଙ୍କେ ନିମନ୍ତେ ଏକ ଓମର ପରିମାଣର ମାନ୍ନା ରଖ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା କହିଲେ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ବେଳେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଛନ୍ତି, ‘ସେ ତୁମ୍ଭମାନଙ୍କୁ ମିଶର ଦେଶଠାରୁ ଆଣିବା ବେଳେ ମରୁଭୂମି ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେମନ୍ତ ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି। ଏଣୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣର ମାନ୍ନା ରଖ।”’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ‘ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ସମୟରେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ।’”
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି, ସେ ତୁମ୍ଭମାନଙ୍କୁ ମିସର ଦେଶଠାରୁ ଆଣିବା ସମୟରେ ପ୍ରାନ୍ତର ମଧ୍ୟରେ ଯେଉଁ ଅନ୍ନ ଭୋଜନ କରାଇଲେ, ତାହା ଯେପରି ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ଦେଖନ୍ତି, ଏହେତୁ ସେମାନଙ୍କ ନିମନ୍ତେ ଏକ ଓମର ପରିମାଣ ମାନ୍ନା ରଖ।”