Exodus 16:33 — Compare Translations

5 translations compared side by side

Odia - 1840
"ତେଣୁ ମାଶାେ ହାରୋଣଙ୍କୁ କହିଲେ, ତୁମ୍ଭେ ଏକ ପାତ୍ର ନଇେ ଏକ ଓମର ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖ ରେ ରଖ। ତାହା ତୁମ୍ଭମାନଙ୍କ ପୂର୍ବପୁରୁଷ ପରମ୍ପରା ନିମନ୍ତେ ରଖାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୋଶା ହାରୋଣଙ୍କୁ କହିଲେ, ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଏକ ପାତ୍ର ନେଇ ଏକ ଓମର ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ। ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।”
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଗୋଟିଏ ପାତ୍ର ନେଇ ଏକ ଓମର ପରିମାଣ ମାନ୍ନା ପୂର୍ଣ୍ଣ କରି ସଦାପ୍ରଭୁଙ୍କ ସମ୍ମୁଖରେ ରଖ; ତାହା ତୁମ୍ଭମାନଙ୍କ ପୁରୁଷ-ପରମ୍ପରା ନିମନ୍ତେ ରଖାଯିବ।”