Exodus 16:34 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ ମାଶାଙ୍କେୁ ଆଜ୍ଞା ଦଇେଥିବା ଅନୁସାରେ ହାରୋଣ ଏହାକୁ ନିଯମ-ସିନ୍ଦୁକ ସମ୍ମୁଖ ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ହାରୋଣ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସାକ୍ଷ୍ୟସିନ୍ଦୁକ ନିକଟରେ ରଖାଯିବା ନିମିତ୍ତ ତାହା ସଞ୍ଚୟ କରି ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ମୋଶାଙ୍କୁ ଆଜ୍ଞା ଦେଇଥିବା ଅନୁସାରେ ହାରୋଣ ଏହାକୁ ନିୟମ-ସିନ୍ଦୁକ ସମ୍ମୁଖରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ହାରୋଣ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସାକ୍ଷ୍ୟ-ସିନ୍ଦୁକ ନିକଟରେ ରଖାଯିବା ନିମିତ୍ତ ତାହା ସଞ୍ଚୟ କରି ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ହାରୋଣ ମୋଶାଙ୍କ ପ୍ରତି ଉକ୍ତ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସାକ୍ଷ୍ୟ ସିନ୍ଦୁକ ନିକଟରେ ରଖାଯିବା ନିମିତ୍ତ ତାହା ସଞ୍ଚୟ କରି ରଖିଲେ।