Exodus 16:35 — Compare Translations
5 translations compared side by side
Odia - 1840
"ଲୋକମାନେ ଚାଳିଷ ବର୍ଷ ପର୍ୟ୍ଯନ୍ତ ଏହି ମାନ୍ନା ଖାଇଲେ। ସମାନେେ ଏହି ମାନ୍ନା ବସତିଦେଶ ରେ ଉପସ୍ଥିତ ନ ହବୋ ୟାଏ ଏହିପରି ଭୋଜନ କଲେ। କିଣାନ ଦେଶର ସୀମା ରେ ପହଁଞ୍ଚିବା ପର୍ୟ୍ଯନ୍ତ ସମାନେେ ମାନ୍ନା ଖାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇସ୍ରାଏଲ-ସନ୍ତାନମାନେ ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେହି ମାନ୍ନା ଭୋଜନ କଲେ ଓ କିଣାନ ଦେଶର ସୀମାରେ ଉପସ୍ଥିତ ନ ହେବା ଯାଏ ସେମାନେ ତାହା ଖାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ଗ୍ଭଳିଶ୍ ବର୍ଷ ପର୍ଯ୍ୟନ୍ତ ଏହି ମାନ୍ନା ଖାଇଲେ। ସେମାନେ ଏହି ମାନ୍ନା ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଏହିପରି ଭୋଜନ କଲେ। କିଣାନ ଦେଶର ସୀମାରେ ପହଞ୍ଚିବା ପର୍ଯ୍ୟନ୍ତ ସେମାନେ ମାନ୍ନା ଖାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇସ୍ରାଏଲ ସନ୍ତାନମାନେ ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେହି ମାନ୍ନା ଭୋଜନ କଲେ ଓ କିଣାନ ଦେଶର ସୀମାରେ ଉପସ୍ଥିତ ନ ହେବା ଯାଏ ସେମାନେ ତାହା ଖାଇଲେ।
Odia IRV 2017 (ଓଡିଆ ବାଇବେଲ)
ଇସ୍ରାଏଲ ସନ୍ତାନମାନେ ବସତି ଦେଶରେ ଉପସ୍ଥିତ ନ ହେବା ଯାଏ ଚାଳିଶ ବର୍ଷ ପର୍ଯ୍ୟନ୍ତ ସେହି ମାନ୍ନା ଭୋଜନ କଲେ ଓ କିଣାନ ଦେଶର ସୀମାରେ ଉପସ୍ଥିତ ନ ହେବା ଯାଏ ସେମାନେ ତାହା ଖାଇଲେ।