Exodus 16:4 — Compare Translations
5 translations compared side by side
Odia - 1840
"ଏହାପରେ ସଦାପ୍ରଭୁ ମାଶାଙ୍କେୁ କହିଲେ, ଦେଖ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଆକାଶ ମାର୍ଗରୁ ଖାଦ୍ୟଦ୍ରବ୍ଯ ବୃଷ୍ଟି କରିବା। ଲୋକମାନେ ପ୍ରତିଦିନ ବାହାରକୁ ୟାଇ ତାଙ୍କର ଆବଶ୍ଯକ ପରିମାଣ ରେ ଖାଦ୍ୟ ସଂଗ୍ରହ କରି ଆଣିବେ। ଏଥିରୁ ଜଣା ପଡିବ ଯେ ସମାନେେ ଆମ୍ଭର ବ୍ଯବସ୍ଥା ଅନୁସାରେ ଚଳୁଛନ୍ତି ନା ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚଳିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ ଆମ୍ଭେ ତୁମ୍ଭମାନଙ୍କ ପାଇଁ ଆକାଶ ମାର୍ଗରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା। ଲୋକମାନେ ପ୍ରତିଦିନ ବାହାରକୁ ଯାଇ ତାଙ୍କର ଆବଶ୍ୟକ ପରିମାଣରେ ଖାଦ୍ୟ ସଂଗ୍ରହ କରି ଆଣିବେ। ଏଥିରୁ ଜଣା ପଡ଼ିବ ଯେ ସେମାନେ ଆମ୍ଭର ବ୍ୟବସ୍ଥା ଅନୁସାରେ ଚଳୁଛନ୍ତି ନା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ଆମ୍ଭେ ତୁମ୍ଭମାନଙ୍କ ନିମନ୍ତେ ଆକାଶରୁ ଖାଦ୍ୟଦ୍ରବ୍ୟ ବୃଷ୍ଟି କରିବା; ପୁଣି, ଲୋକମାନେ ବାହାରକୁ ଯାଇ ପ୍ରତିଦିନ ଦିନର ନିରୂପିତ ପରିମାଣାନୁସାରେ ଖାଦ୍ୟ ସଂଗ୍ରହ କରିବେ; ତହିଁରେ ସେମାନେ ଆମ୍ଭର ବ୍ୟବସ୍ଥାନୁସାରେ ଚାଲିବେ କି ନାହିଁ, ଆମ୍ଭେ ସେମାନଙ୍କର ଏହି ପରୀକ୍ଷା ନେବା।
Odia IRV 2017 (ଓଡିଆ ବାଇବେଲ)