Exodus 16:5 — Compare Translations
5 translations compared side by side
Odia - 1840
"ପ୍ରେତ୍ୟକକ ଲୋକ ଦିନକ ପାଇଁ ଯେତିକି ଖାଦ୍ୟ ଦରକାର ସତେିକି ଖାଦ୍ୟ ସଂଗ୍ରହ କରିବେ। କିନ୍ତୁ ଶୁକ୍ରବାର ଦିନ, ଯେତବେେଳେ ଲୋକମାନେ ତାଙ୍କର ଖାଦ୍ୟ ପ୍ରସ୍ତୁତ କରିବେ, ସେତବେେଳେ ସମାନେେ ଦେଖିବେ ଯେ ତାହା ଦୁଇଗୁଣ ହାଇଯେିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଷଷ୍ଠ ଦିନରେ ସେମାନେ ଯାହା ଆଣିବେ, ତାହା ରାନ୍ଧିଲେ ଦିନକୁ ଦିନ ଯାହା ସଂଗ୍ରହ କରନ୍ତି, ତାହା ଦୁଇଗୁଣ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଲୋକ ଦିନକ ପାଇଁ ଯେତିକି ଖାଦ୍ୟ ଦରକାର ସେତିକି ଖାଦ୍ୟ ସଂଗ୍ରହ କରିବେ। କିନ୍ତୁ ଶୁକ୍ରବାର ଦିନ, ଯେତେବେଳେ ଲୋକମାନେ ତାଙ୍କର ଖାଦ୍ୟ ପ୍ରସ୍ତୁତ କରିବେ, ସେତେବେଳେ ସେମାନେ ଦେଖିବେ ଯେ ତାହା ଦୁଇଗୁଣ ହୋଇଯିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଷଷ୍ଠ ଦିନରେ ସେମାନେ ଯାହା ଆଣିବେ, ତାହା ରାନ୍ଧିଲେ ଦିନକୁ ଦିନ ଯାହା ସଂଗ୍ରହ କରନ୍ତି, ତାହା ଦୁଇଗୁଣ ହେବ।”
Odia IRV 2017 (ଓଡିଆ ବାଇବେଲ)
ଷଷ୍ଠ ଦିନରେ ସେମାନେ ଯାହା ଆଣିବେ, ତାହା ରାନ୍ଧିଲେ ଦିନକୁ ଦିନ ଯାହା ସଂଗ୍ରହ କରନ୍ତି, ତାହା ଦୁଇଗୁଣ ହେବ।”