Exodus 16:6 — Compare Translations
5 translations compared side by side
Odia - 1840
"ତେଣୁ ମାଶାେ ଏବଂ ହାରୋଣ ଇଶ୍ରାୟେଲର ଲୋକମାନଙ୍କୁ କହିଲେ, ଆଜି ରାତି ରେ ତୁମ୍ଭମାନେେ ସଦାପ୍ରଭୁଙ୍କର ଶକ୍ତି ଦେଖି ପାରିବ। ତୁମ୍ଭମାନେେ ଜାଣି ପାରିବ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶରରୁ ଉଦ୍ଧାର କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣକୁ କହିଲେ, ସଦାପ୍ରଭୁ ଯେ ତୁମ୍ଭମାନଙ୍କୁ ମିସରଠାରୁ ବାହାର କରି ଆଣିଲେ, ଏହା ତୁମ୍ଭେମାନେ ସନ୍ଧ୍ୟା କାଳରେ ଜାଣିବ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୋଶା ଏବଂ ହାରୋଣ ଇସ୍ରାଏଲର ଲୋକମାନଙ୍କୁ କହିଲେ, “ଆଜି ରାତିରେ ତୁମ୍ଭେମାନେ ସଦାପ୍ରଭୁଙ୍କର ଶକ୍ତି ଦେଖି ପାରିବ। ତୁମ୍ଭେମାନେ ଜାଣି ପାରିବ ଯେ, ସଦାପ୍ରଭୁ ତୁମ୍ଭମାନଙ୍କୁ ମିଶରରୁ ଉଦ୍ଧାର କରିଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ଯେ ତୁମ୍ଭମାନଙ୍କୁ ମିସରଠାରୁ ବାହାର କରି ଆଣିଅଛନ୍ତି, ଏହା ତୁମ୍ଭେମାନେ ସନ୍ଧ୍ୟାକାଳରେ ଜାଣିବ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଓ ହାରୋଣ ଇସ୍ରାଏଲ ସନ୍ତାନଗଣକୁ କହିଲେ, “ସଦାପ୍ରଭୁ ଯେ ତୁମ୍ଭମାନଙ୍କୁ ମିସରଠାରୁ ବାହାର କରି ଆଣିଅଛନ୍ତି, ଏହା ତୁମ୍ଭେମାନେ ସନ୍ଧ୍ୟା କାଳରେ ଜାଣିବ।